ଦେଶୀ ମଦ ଜବତ, ୧ ଗିରଫ

ଦଶପଲ୍ଲା:ଦଶପଲ୍ଲା ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ସୁରେଶ ପରିଡା ଙ୍କ ଠାରୁ ୩୦ଲିଟର ଦେଶୀ ମଦ ସହ ଏକ ସ୍କୁଟି ଜବତ କରବା ସହିତ ସୁରେଶ କୁ ଗିରଫ କରାଯାଇଥିବା ଅବକାରୀ ବିଭାଗୀୟ ଅଧିକାରୀ ଭବାନୀ ଶଙ୍କର ବେହେରା ସୂଚନା ଦେଇଛନ୍ତି।ଏହି ଚଢାଉ ସମୟରେ ଦଶପଲ୍ଲା ଅବକାରୀ ଥାନା ଅଧିକାରୀ ଭବାନୀ ଶଙ୍କର ବେହେରାଙ୍କ ସମେତ କନେଷ୍ଟବଳ ପ୍ରଦୀପ୍ତ କୁମାର ନାଏକ, ପ୍ରହଲ୍ଲାଦ ପ୍ରଧାନ ଓ ଲକ୍ଷ୍ମୀ ମହାରଣା ପ୍ରମୁଖ ସାମିଲ ହୋଇଥିବା ଜଣାପଡ଼ିଛି।

You might also like